பொருள் : ଗୋଟିଏ ବସ୍ତୁର ଅନ୍ୟ ବସ୍ତୁ ସହିତ ମିଶିଯିବାର କ୍ରିୟା
எடுத்துக்காட்டு :
କୁହାଯାଏ କି ମୃତ୍ୟୁ ପରେ ଆତ୍ମା ପରମାତ୍ମାରେ ବିଲୟ ହୋଇଯାଏ
பிற மொழிகளில் மொழிபெயர்ப்பு :
பொருள் : ନିଜନିଜ ଭିତରେ ଏପରି ମିଶିବା ଯେପରି ଦୁଇଜଣଙ୍କର ପାର୍ଶ୍ୱ ବା ତଳ ପରସ୍ପର ସହ ଲାଗିଯିବ
எடுத்துக்காட்டு :
ପିଲାଟି ଡରିକରି ତା’ ମାର ଛାତିକୁ ଜାବୁଡ଼ି ଧଇଲା ଶଲ୍ୟ ଚିକିତ୍ସାଦ୍ୱାରା ତାର କଟା ହୋଇଥିବା ଆଙ୍ଗୁଳି ଯୋଡ଼ି ହୋଇଗଲା
ஒத்த சொற்கள் : ଜାବୁଡ଼ି ଧରିବା, ଯୋଡ଼ିହେବା, ଲାଗିବା
பிற மொழிகளில் மொழிபெயர்ப்பு :