பொருள் : ବହୁତ ଉଚ୍ଚଭୂମି, ଆବଡ଼ା-ଖାବଡ଼ା ଓ ପ୍ରାୟ ପଥୁରିଆ ପ୍ରାକୃତିକ ଭାଗ
எடுத்துக்காட்டு :
ହିମାଳୟ ପର୍ବତ ଭାରତର ଉତ୍ତରରେ ଅବସ୍ଥିତ
ஒத்த சொற்கள் : ଅଚଳ, ଗିରି, ପର୍ବତ, ପାହାଡ଼, ଭୁଧର, ମହୀଧର, ଶିଖରୀଣୀ, ଶିଖୀ, ସ୍ଥାବର
பிற மொழிகளில் மொழிபெயர்ப்பு :
भूमि का बहुत ऊँचा, ऊबड़-खाबड़ और प्रायः पथरीला प्राकृतिक भाग।
हिमालय पर्वत भारत के उत्तर में है।