உறுப்பினராவதற்கு
பக்க முகவரியை கிளிப்போர்டில் நகலெடுக்கவும்.
பொருள் : କୌଣସି ପୂରା ତଥ୍ୟ, ପଦାର୍ଥ, କଥାଆଦି ସବୁ ତତ୍ତ୍ୱର ମୁଖ୍ୟ ଅଭିପ୍ରାୟ
எடுத்துக்காட்டு : ଶିକ୍ଷକ ବିଦ୍ୟାର୍ଥୀଙ୍କୁ କାହାଣୀର ସାରାଂଶ ଲେଖିବାକୁ କହିଲେ
ஒத்த சொற்கள் : ତାତ୍ପର୍ଯ୍ୟ, ଭାବାର୍ଥ
பிற மொழிகளில் மொழிபெயர்ப்பு :हिन्दी English
किसी पूरे तथ्य, पदार्थ, कथन आदि के सब तत्वों आदि का मुख्य आशय।
A sketchy summary of the main points of an argument or theory.
பொருள் : ବିଚାର ବା ବିବେଚନା ଶେଷରେ ବାହାରୁଥିବା ସିଦ୍ଧାନ୍ତ
எடுத்துக்காட்டு : ଘଣ୍ଟାକର କଠିନ ପରିଶ୍ରମ ପରେ ଯାଇ ଆମେ ଏହି ଲେଖାର ନିଷ୍କର୍ଷ ପାଇଲୁ
ஒத்த சொற்கள் : ତଥ୍ୟ, ନିଷ୍କର୍ଷ, ସାର, ସାରତଥ୍ୟ, ସିଦ୍ଧାନ୍ତ
किसी विचार या अनुभव का सबसे आवश्यक या सबसे महत्वपूर्ण हिस्सा।
The central meaning or theme of a speech or literary work.
நிறுவு