பொருள் : ଯାହା ମନରେ ଛଳ-କପଟ ନାହିଁ ଏବଂ ଯେ ପୂରାପୂରି ସାଧାସିଧା
எடுத்துக்காட்டு :
ଆଜିକାଲି ସରଳଲୋକଙ୍କୁ ବୋକା ବୋଲି ବୁଝାଯାଉଛି
ஒத்த சொற்கள் : ଅକୁଟିଳ, ଅବୋଧ, କୁଟିଳତାହୀନ, ଛଳହୀନ, ନିଷ୍କପଟ, ସରଳ
பிற மொழிகளில் மொழிபெயர்ப்பு :
जिसके मन में छल-कपट न हो और जो एकदम सीधा-सादा हो।
आजकल सीधे लोगों को बुद्धू समझा जाता है।