பொருள் : ନଦୀ ପାରହେବାପାଇଁ ତିଆରି କରାଯାଇଥିବା କାଠ କିମ୍ବା ଖମ୍ବଯୁକ୍ତ ସିମେଣ୍ଟ ରାସ୍ତା
எடுத்துக்காட்டு :
ନଦୀଗୁଡିକ ଉପରେ ଜାଗା ଜାଗାରେ ପୋଲ ତିଆରି କରାଯାଉଛି
பிற மொழிகளில் மொழிபெயர்ப்பு :
பொருள் : ନଦୀ ବା ଜଳାଶୟର ଜଳ ଅଟକାଇବାପାଇଁ ତାହାର ଧାରେଧାରେ ମାଟି କିମ୍ବା ପଥର ଆଦିର ରଚନା
எடுத்துக்காட்டு :
ନଦୀରେ ବନ୍ଧ ପକାଇ ବିଜୁଳୀ ଶକ୍ତି ଉତ୍ପନ୍ନ କରାଯାଏ
பிற மொழிகளில் மொழிபெயர்ப்பு :