అర్థం : କୌଣସି ଜିନିଷ(ବିଶେଷକରି ଲୁଗା) ଅତ୍ୟଧିକ ଓଲଟାପାଲଟା ହେବାଦ୍ୱାରା ଖରାପ ହୋଇଯିବା
							ఉదాహరణ : 
							ଅତ୍ୟଧିକ  ଓଲଟାପାଲଟା ହେବାଦ୍ୱାରା ଏହି ଲୁଗା ଲୋଚାକୋଚା ହୋଇଯାଇଛି
							
ఇతర భాషల్లోకి అనువాదం :
किसी चीज का (विशेषकर कपड़ा) अत्यधिक उलटे-पुलटे जाने के कारण खराब हो जाना।
अत्यधिक उलटने-पुलटने के कारण यह कपड़ा गिंज गया है।అర్థం : ଥଣ୍ଡାକାରଣରୁ (ଫସଲର) ଠିକରୂପେ ବିକଶିତ ନହେବା
							ఉదాహరణ : 
							ଅଧିକ ଥଣ୍ଡା କାରଣରୁ ଫସଲ ସାଙ୍କୁଡ଼ିଯାଇଛି
							
పర్యాయపదాలు : ବଙ୍କାହେବା, ମୋଡ଼ି ହେବା, ସଙ୍କୁଚିତ ହେବା, ସାଙ୍କୁଡ଼ିଯିବା
ఇతర భాషల్లోకి అనువాదం :
అర్థం : ଦୁଇ ପରସ୍ତ ହେବା
							ఉదాహరణ : 
							ସେ ହସି ହସି ଲୋଚାକୋଚା ହୋଇଗଲେ
							
పర్యాయపదాలు : ଆକେତା ହେବା, ଦିଭାଙ୍ଗ ହେବା, ବେଦମ ହେବା, ଭାଙ୍ଗି ପଡିବା
ఇతర భాషల్లోకి అనువాదం :