ଅର୍ଥ : କାହା ସହିତ ଜଣାଶୁଣା ନହେବା ଅବସ୍ଥା
ଉଦାହରଣ :
ମୁଁ ରାସ୍ତାରେ ଜଣେ ଅପରିଚିତଙ୍କୁ ଭେଟିଲି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯିଏ ପରିଚିତ ନୁହେଁ
ଉଦାହରଣ :
ଯାତ୍ରା କରୁଥିବା ସମୟରେ କୌଣସି ଅପରିଚିତ ବ୍ୟକ୍ତି ଠାରୁ କିଛି ବି ଖାଦ୍ୟବସ୍ତୁ ନନେବା ଉଚିତ୍
ଅନ୍ୟ ଭାଷାରେ ଅନୁବାଦ :
Unaware because of a lack of relevant information or knowledge.
He was completely ignorant of the circumstances.