ଅର୍ଥ : କିଛି ଅନୁଭବ କରିବା ବା ବୋଧ କରିବା
ଉଦାହରଣ :
ଏହି ଦୁଇ ବର୍ଷ ଭିତରେ ମୁଁ ବହୁତ କିଛି ଅନୁଭବ କଲି
ସମକକ୍ଷ : ଅଙ୍ଗେ ନିଭାଇବା, ହୃଦୟଙ୍ଗମ କରିବା
ଅନ୍ୟ ଭାଷାରେ ଅନୁବାଦ :
किसी प्रकार की स्थिति में रहकर उसका अनुभव या ज्ञान प्राप्त करना अथवा उस स्थिति का भोग करना या बोध करना।
इन दो सालों में मैंने बहुत कुछ अनुभव किया है।ଅର୍ଥ : ଜ୍ଞାନେନ୍ଦ୍ରିୟଦ୍ୱାରା ଜ୍ଞାନପ୍ରାପ୍ତ କରିବା
ଉଦାହରଣ :
ମୁଁ ଗରମ ଅନୁଭବ କରୁଛି
ସମକକ୍ଷ : ଅନୁଭୂତ ହେବା, ଜ୍ଞାନ କରିବା, ବୋଧ କରିବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ପ୍ରଣାଳୀ ବା ପ୍ରକ୍ରିୟାର ଅନୁସରଣ କରିବା ବା କୌଣସି ମାର୍ଗ ଆପଣେଇବା
ଉଦାହରଣ :
ଏହି ଖବର ଆପଣଙ୍କଦ୍ୱାରା ଜାଣିଲି ସେ ଅନେକ ସମସ୍ୟା ଅଙ୍ଗେ ନିଭେଇଛି
ସମକକ୍ଷ : ଅଙ୍ଗେ ନିଭେଇବା, ଉପଲବ୍ଧି କରିବା, ଜାଣିବା
ଅନ୍ୟ ଭାଷାରେ ଅନୁବାଦ :