ଅର୍ଥ : ଯେଉଁଥିରେ କିଛି ମିଶି ନାହିଁ ବା ଏକଦମ୍ ଭଲ
ଉଦାହରଣ :
ଆଜିକାଲି ବଜାରରେ ଖାଣ୍ଟି ଜିନିଷ ମିଳିବା ମୁସ୍କିଲ୍
ସମକକ୍ଷ : ଅମିଶ୍ରିତ, ଅସଲି, ଖାଣ୍ଟି, ବିଶୁଦ୍ଧ, ବଢ଼ିଆ, ଶୁଦ୍ଧ
ଅନ୍ୟ ଭାଷାରେ ଅନୁବାଦ :
Free of extraneous elements of any kind.
Pure air and water.