ଅର୍ଥ : କୌଣସି କଥାର ବିଚାର କିମ୍ବା ବିବେଚନା
ଉଦାହରଣ :
ସମ୍ମିଳିତ ଭାବରେ ବେରୋଜଗାରୀ ଉପରେ ବିଚାର ବିମର୍ଶ କରାଯାଉଅଛି
ସମକକ୍ଷ : ବିଚାର ବିମର୍ଶ, ବିଶ୍ଳେଷଣ, ସମାଲୋଚନା
ଅନ୍ୟ ଭାଷାରେ ଅନୁବାଦ :
किसी बात का विचार या विवेचन।
गोष्ठी में बेरोज़गारी के ऊपर विचार विमर्श किया जा रहा है।An exchange of views on some topic.
We had a good discussion.ଅର୍ଥ : ଭଲଭାବରେ ଏବଂ ସତର୍କତାର ସହିତ କୌଣସି ସାହିତ୍ୟିକ କୃତିର ଗୁଣ ଓ ଦୋଷକୁ ବିବେଚନା କରାଯାଉଥିବା ଲେଖା
ଉଦାହରଣ :
ଶିକ୍ଷୟତ୍ରୀ ନାଟକର ସମାଲୋଚନା ଲେଖିବାପାଇଁ କହିଲେ
ସମକକ୍ଷ : ସମାଲୋଚନା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି କଥା ବା କାମର ଗୁଣ ଦୋଷ ଆଦି ସମ୍ବନ୍ଧରେ ପ୍ରକଟ କରାଯାଉଥିବା ବିଚାର
ଉଦାହରଣ :
ସେ ଆଲୋଚନା ଶୁଣି ମଧ୍ୟ ଅପ୍ରଭାବିତ ରହିଲେ
ସମକକ୍ଷ : ଟୀକା, ଟୀପ୍ପଣୀ, ସମାଲୋଚନା
ଅନ୍ୟ ଭାଷାରେ ଅନୁବାଦ :
किसी बात या कार्य के गुण दोष आदि के संबंध में प्रकट किया जाने वाला विचार।
वे आलोचना सुनकर भी अप्रभावित रहे।ଅର୍ଥ : ବିଚାର ପୂର୍ବକ ନିର୍ଣ୍ଣୟ କରାଯାଇଥିବା କାର୍ଯ୍ୟ
ଉଦାହରଣ :
ଆଜିର ସଭାରେ ତୁଳସୀ ଦାସଙ୍କ ରଚନାଆଦିର ଆଲୋଚନା କରାଗଲା
ଅନ୍ୟ ଭାଷାରେ ଅନୁବାଦ :
The process of giving careful thought to something.
considerationଅର୍ଥ : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
ଉଦାହରଣ :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
ସମକକ୍ଷ : ଗୋଷ୍ଠୀ, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
ଅନ୍ୟ ଭାଷାରେ ଅନୁବାଦ :
किसी विषय पर की जाने वाली बात-चीत।
वहाँ दहेज प्रथा के ऊपर चर्चा की जा रही है।An exchange of views on some topic.
We had a good discussion.ଅର୍ଥ : ଦୁଇ ବା ଦୁଇରୁ ଅଧିକ ବ୍ୟକ୍ତିଙ୍କ କୌଣସି ପ୍ରସଙ୍ଗ ଉପରେ ଆପୋସ ଆଲୋଚନା
ଉଦାହରଣ :
ଆମେ ତୁମ ବିଷୟରେ ହିଁ ଆଲୋଚନା କରୁଥିଲୁ ଏତେ ଦିନ ପରେ ଦେଖାହେଲେ ବି ଶ୍ୟାମ ମୋ ସହିତ କଥା କହିଲା ନାହିଁ
ସମକକ୍ଷ : କଥା, କଥାବାର୍ତ୍ତା, ବାର୍ତ୍ତାଳାପ
ଅନ୍ୟ ଭାଷାରେ ଅନୁବାଦ :
दो या दो से अधिक व्यक्तियों का किसी प्रकरण पर आपस में कुछ कहना।
हम लोग तुम्हारे बारे में ही बात कर रहे थे।Talk socially without exchanging too much information.
The men were sitting in the cafe and shooting the breeze.