ଅର୍ଥ : ସମୟର କିଛି ଅଂଶ ଯାହା ଗଣତିବେଳେ ଏକ ବୋଲି ଗଣାଯାଏ
ଉଦାହରଣ :
ମୁଁ ତାକୁ କେତେଥର ଫୋନ କରିଛି ମହାବୀର ସକାଳୁ ତିନିଥର ଖାଇଲାଣି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ସେତିକି ବସ୍ତୁ ବା ଅଂଶ ଯାହାକୁ ଥରକରେ ଘଣାରେ ଢାଳି ପେଡ଼ା ଯାଇପାରେ ବା ଚକିରେ ପେଷା ଯାଇପାରେ
ଉଦାହରଣ :
ପେଷିବା ପାଇଁ ଆଉ ଦୁଇ ଥର ବାକି ଅଛି
ଅନ୍ୟ ଭାଷାରେ ଅନୁବାଦ :