ଅର୍ଥ : କାହାଠାରୁ ନିଜର କୌଣସି ଆବଶ୍ୟକତା ପୂର୍ଣ୍ଣ କରିବା ବା ତାକୁ କୌଣସି ଅନୁଚିତ କାମ କରିବାରୁ ରୋକିବାପାଇଁ ତା ପାଖରେ ବା ଦୁଆରରେ ଜିଦ୍ ଧରି ବସିବାର କ୍ରିୟା
ଉଦାହରଣ :
ପୋଲିସ ହାଜତରେ ହୋଇଥିବା ମୃତ୍ୟୁର ତଦନ୍ତ କରିବାପାଇଁ ଲୋକମାନେ ଥାନା ଆଗରେ ଧାରଣା ଦେଲେ
ସମକକ୍ଷ : ଧର୍ମଘଟ
ଅନ୍ୟ ଭାଷାରେ ଅନୁବାଦ :
किसी से अपनी कोई माँग पूरी कराने या उसे कोई अनुचित काम करने से रोकने के लिए उसके पास या द्वार पर अड़कर बैठने की क्रिया।
धरना का आयोजन राष्ट्रव्यापी भ्रष्टाचार के विरोध में किया गया था।A strike in which workers refuse to leave the workplace until a settlement is reached.
sit-down, sit-down strikeଅର୍ଥ : ଗୋଲାକାର,ଚେପଟା ବା ଚାରିକୋଣିଆ ପତଳା କାଠର ଯେଉଁ ବଲ୍ଲା ଖଟର ଲମ୍ବା ଓ ଚଉଡାରେ ଦୁଇପଟୁ ଥାଏ
ଉଦାହରଣ :
ଏହି ପଲଙ୍କର ଧାରଣା ଭାରି ମଝବୁତ
ସମକକ୍ଷ : ବାହି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଷୟଆଦି ଠିକ୍ ରୂପେ ବୁଝିପାରିବାର ଶକ୍ତି
ଉଦାହରଣ :
ଏହି ବିଷୟରେ ତାଙ୍କର ଜ୍ଞାନ ଭଲ
ସମକକ୍ଷ : ଜ୍ଞାନ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଷୟରେ ମନରେ ହେଉଥିବା କୌଣସି ବିଚାର କିମ୍ବା ମତ
ଉଦାହରଣ :
ତା ପ୍ରତି ମୋର ଧାରଣା ଭୁଲ ଥିଲା
ଅନ୍ୟ ଭାଷାରେ ଅନୁବାଦ :
किसी विषय में मन में होने वाला कोई विचार या मत।
उसके प्रति मेरी धारणा गलत थी।A vague idea in which some confidence is placed.
His impression of her was favorable.ଅର୍ଥ : ଛାତ ବା ଛପରର ଭାରକୁ ସମ୍ଭାଳିବା ଲାଗି କାନ୍ଥ ବା ଖୁଣ୍ଟରେ ଆଡ଼ିରେ ବନ୍ଧାଯାଉଥିବା ଲାଠି
ଉଦାହରଣ :
ରାମଦୀନ ନିଜର କୁଡ଼ିଆରେ ଶାଗୁଆନର ଧାରଣା ଲଗାଇଲା
ଅନ୍ୟ ଭାଷାରେ ଅନୁବାଦ :