ଅର୍ଥ : ଜଣେ ସୃଷ୍ଟିନାଶକ ହିନ୍ଦୁ ଦେବତା
ଉଦାହରଣ :
ଶଙ୍କରଙ୍କ ପୂଜା ଲିଙ୍ଗପୂଜା ରୂପରେ ପ୍ରଚଳିତ
ସମକକ୍ଷ : ଆଶୁତୋଷ, ଉମାପତି, କୈଳାସବାସୀ, ଗୌରୀନାଥ, ଜଟାଧାରୀ, ତ୍ରିପୁରାରୀ, ଦେବଦେବ, ପାର୍ବତୀପତି, ପିନାକପାଣି, ବିଶ୍ୱନାଥ, ବୀରେଶ, ଭୋଳାନାଥ, ମହାଦେବ, ମହେଶ୍ୱର, ଯୋଗୀନାଥ, ଶଙ୍କର, ଶମ୍ଭୁ, ଶମ୍ଭୁନାଥ, ଶିବ, ହର
ଅନ୍ୟ ଭାଷାରେ ଅନୁବାଦ :
एक सृष्टिनाशक हिन्दू देवता।
शंकर की पूजा लिंग के रूप में प्रचलित है।