ଅର୍ଥ : କୈଣସି ସମାଜ ବା ଗୋଷ୍ଠୀର ମୁଖିଆ ଯେ ପ୍ରାୟତଃ ବିବାଦ ଆଦି ସମାଧାନ କରନ୍ତି ଏବଂ ଲୋକମାନଙ୍କୁ ପରାମର୍ଶ ଆଦି ଦିଅନ୍ତି
ଉଦାହରଣ :
ଆଜି ମଧ୍ୟ କେତେକ ଆଦିବାସୀ ଜାତି ମଧ୍ୟରେ ଚୌଧୁରୀ ହିଁ ନିଷ୍ପତ୍ତି କରନ୍ତି
ଅନ୍ୟ ଭାଷାରେ ଅନୁବାଦ :
किसी विशेष समाज या बिरादरी का प्रधान जो प्रायः विवाद आदि हल करता और लोगों को सलाह आदि देता है।
आज भी कुछ आदिवासी जातियों में फैसले चौधरी ही करता है।ଅର୍ଥ : କୌଣସି ସଙ୍ଗଠନର ସର୍ବଶ୍ରେଷ୍ଠ ନେତା ବା ପ୍ରଧାନ ବ୍ୟକ୍ତି
ଉଦାହରଣ :
ତେଲେଙ୍ଗାନା ଅଞ୍ଚଳର ସମସ୍ତ ମନ୍ତ୍ରୀ କଂଗ୍ରେସ୍ ମୁଖ୍ୟଙ୍କୁ ପୃଥକ ତେଲେଙ୍ଗାନା ରାଜ୍ୟ ପାଇଁ ଦାବିକଲେ
ଅନ୍ୟ ଭାଷାରେ ଅନୁବାଦ :
The highest leaders in an organization (e.g. the commander-in-chief and senior officers of the military).
high command, supreme headquartersଅର୍ଥ : ସବୁଥିରେ ପ୍ରଧାନ ବା ମୁଖ୍ୟ ବିଚାର କରାଯାଉଥିବା ବ୍ୟକ୍ତି
ଉଦାହରଣ :
ମୋହନ ଏହି ସଙ୍ଗଠନର ପ୍ରଧାନବ୍ୟକ୍ତି
ସମକକ୍ଷ : ନେତା, ପ୍ରଧାନ ବ୍ୟକ୍ତି, ମୁଖିଆ, ସରଦାର
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ଘର, ଦଳ ବା ସମାଜଆଦିର ପ୍ରମୁଖ
ଉଦାହରଣ :
ଅଟଳଜୀ ଭାଜପାର ମୁଖିଆ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାକୁ ସବୁଠୁଁ ଅଧିକ ମହତ୍ତ୍ୱ ଦିଆଯାଏ
ଉଦାହରଣ :
ମୁଖ୍ୟ ତରଙ୍ଗ ଗୌଣ ତରଙ୍ଗଠାରୁ ଅଧିକ ବେଗରେ ଗତି କରେ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହା ଆବଶ୍ୟକ ହୁଏ
ଉଦାହରଣ :
ଆମ ଶରୀର ପାଞ୍ଚୋଟି ମୁଖ୍ୟ ତତ୍ତ୍ୱରେ ଗଠିତ ହୋଇଛି
ଅନ୍ୟ ଭାଷାରେ ଅନୁବାଦ :
Serving as an essential component.
A cardinal rule.ଅର୍ଥ : ଯାହା ବାକ୍ୟ ରଚନା ଦୃଷ୍ଟିରୁ ସମ୍ପୂର୍ଣ୍ଣ ଓ ଯେଉଁଥିରେ ଅତିକମରେ ଗୋଟିଏ କର୍ତ୍ତା ଓ ଗୋଟିଏ କ୍ରିୟା ଥାଏ
ଉଦାହରଣ :
ମିଶ୍ରିତ ବାକ୍ୟରେ ଗୋଟିଏ ମୁଖ୍ୟ ଉପବାକ୍ୟ ଥାଏ
ସମକକ୍ଷ : ମୁଖ୍ୟ
ଅନ୍ୟ ଭାଷାରେ ଅନୁବାଦ :
(of a clause) capable of standing syntactically alone as a complete sentence.
The main (or independent) clause in a complex sentence has at least a subject and a verb.