ଅର୍ଥ : ସମ୍ବନ୍ଧ, ବ୍ୟବହାର ଆଦି ଠିକ ଭାବରେ ଚଳାଇ ରଖିବା
ଉଦାହରଣ :
ଶାଶୁଘରେ ଯେକୌଣସି ପ୍ରକାରରେ ସୁସମ୍ପର୍କ ବଜାୟ ରଖିବାପାଇଁ ମାଆ ଝିଅକୁ ବୁଝେଇ କହିଲେ
ସମକକ୍ଷ : ଚଳାଇ ରଖିବା, ଚଳାଇବା, ଚଳେଇନେବା, ନିର୍ବାହ କରିବା
ଅନ୍ୟ ଭାଷାରେ ଅନୁବାଦ :
संबंध, व्यवहार आदि ठीक तरह से चलाए चलना।
माँ ने बेटी को समझाते हुए कहा कि तुम किसी तरह ससुराल में निभा लेना।ଅର୍ଥ : ନଷ୍ଟ ବା ଅନ୍ତ ବା ଭଙ୍ଗୁର ହେବାରୁ ରକ୍ଷାକରିବା ବା ସୁରକ୍ଷିତ ରଖିବା
ଉଦାହରଣ :
ଗୃହର ଶାନ୍ତି ବଜାୟ ରଖନ୍ତୁ କେତେକ ଆଦିବାସୀ ଜାତି ଆଜି ବି ପୁରାତନ ପରମ୍ପରାକୁ ଜୀବିତ ରଖିଛନ୍ତି
ସମକକ୍ଷ : ଜୀବିତ ରଖିବା, ବଞ୍ଚେଇ ରଖିବା, ରକ୍ଷାକରିବା, ସଜୀବ ରଖିବା, ସୁରକ୍ଷିତ ରଖିବା
ଅନ୍ୟ ଭାଷାରେ ଅନୁବାଦ :
* नष्ट या अंत या भंग होने से बचाना या सुरक्षित रखना।
घर की शांति को बनाए रखिए।