ଅର୍ଥ : ନାଟକରେ କୌଣସି ପାତ୍ରର ଅଭିନୟ
ଉଦାହରଣ :
ଏହି ସିନେମାରେ ଅମିତାଭଙ୍କ ଭୂମିକା ଜୋରଦାର ହେଇଛି ଏହି ନାଟକରେ ସେ ଖଳନାୟକର ଭୂମିକାରେ ଅବତୀର୍ଣ୍ଣ ହୋଇଛି
ଅନ୍ୟ ଭାଷାରେ ଅନୁବାଦ :
An actor's portrayal of someone in a play.
She played the part of Desdemona.ଅର୍ଥ : କୌଣସି ପୁସ୍ତକଆଦିର ଆରମ୍ଭରେ ଥିବା ବକ୍ତବ୍ୟ ଯେଉଁଥିରୁ ସେ ପୁସ୍ତକରେ ନିହିତ ବିଷୟ ସଂପର୍କରେ ଜାଣିହୁଏ
ଉଦାହରଣ :
ଏହି ପୁସ୍ତକର ଭୂମିକା ବହୁତ ଭବିଚିନ୍ତି ଲେଖାଯାଇଛି
ସମକକ୍ଷ : ଅବତରଣିକା, ଆମୁଖ, ପ୍ରସ୍ତାବନା, ପ୍ରାକ୍ କଥା, ପ୍ରାକ୍-ଭାଷ, ମୁଖବନ୍ଧ
ଅନ୍ୟ ଭାଷାରେ ଅନୁବାଦ :